ଗାଁ ମୁହାଁ ବନ୍ୟଜନ୍ତୁ

କେନ୍ଦୁଝର (ବଡ଼ ଖବର ବୁରୋ): କେନ୍ଦୁଝର ଜିଲ୍ଲା ସାହାରପଡା ବନାଞ୍ଚଳ ତାଳପଦା ଗ୍ରାମର ପ୍ରଧାନସାହିରୁ ଏକ ହରିଣ ଉଦ୍ଧାର । ସୂଚନାନୁସାରେ ପାଣି ପାଇଁ ଓ ଜଙ୍ଗଲରେ ନିଆଁ ଲାଗିବା କାରଣରୁ ବନ୍ୟଜନ୍ତୁମାନେ ଏବେ ଗାଁ ମୁହାଁ ହେଉଥିବା ବେଳେ ହରିଣଟି ରାଇଚରଣ ମହାନ୍ତଙ୍କ ଘରବାଡିରେ ପଶି ଯାଇଥିଲା ।

ଏହା ଦେଖି ଲୋକେ ସାହାରପଡା ବନବିଭାଗକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ବନ ବିଭାଗର କର୍ମଚାରୀ ପହଞ୍ଚି ହରିଣଟିକୁ ସୁରକ୍ଷିତ ଭାବେ ସଂରକ୍ଷିତ ଜଙ୍ଗଲରେ ଛାଡି ଦେଇଛନ୍ତି । ପାଣି ପାଇଁ ଓ ଜଙ୍ଗଲରେ ନିଆଁ ଲାଗିବା କାରଣରୁ ବନ୍ୟଜନ୍ତୁ ମାନେ ଏବେ ଗାଁ ମୁହାଁ ହେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ