Masthead

ଭକ୍ତଙ୍କ ପାଇଁ ଲିଙ୍ଗରାଜ ମନ୍ଦିର ବନ୍ଦ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ) : ଭକ୍ତଙ୍କ ପାଇଁ ବନ୍ଦ ରହିବ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର । ଏନେଇ ଆଜି କଟକଣା ଜାରି କରିଛି ବିଏମସି । ଅନିର୍ଦ୍ଧିଷ୍ଟକାଳ ପର୍ଯ୍ୟନ୍ତ ଭକ୍ତମାନଙ୍କୁ ମନ୍ଦିର ପ୍ରବେଶ ବାରଣ କରାଯାଇଛି ବୋଲି ନିସ୍ପିତ୍ତି ନେଇଛି ବିଏମସି । କିଛି ସେବାୟତ କରୋନା ପଜିଟିଭି ଚିହ୍ନଟ ହେବା ପରେ ଏଭଳି ନିସ୍ପତି ନେଇଛି ବିଏମସି । ଏନେଇ ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମଚାନ୍ଦ ଚୌଧରୀ ।

ଆଉ ଦୁଇଦିନ ପରେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କର ରୁକୁଣା ରଥଯାତ୍ରା । ଏହା ପୁର୍ବରୁ ସେବାୟତଙ୍କର କରୋନା ପରୀକ୍ଷା କରାଯାଇଥିଲା । କିଛି ସେବାୟତଙ୍କ ରିପୋର୍ଟ ପଜିଟିଭି ଆସିଥିବା ଜଣାପଡିଛି । ଯାହାକୁ ନେଇ ବିଏମସି ପକ୍ଷରୁ ଏଭଳି ନିସ୍ପତ୍ତି ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼