Masthead

ହେଡକ୍ୱାଟର ଛାଡି ଯାଇପରିବେନି କର୍ମଚାରୀ

ବ୍ରହ୍ମପୁର( ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବେକାବୁ ହେବାରେ ଲାଗିଛି କରୋନା । କରୋନାର ଦ୍ୱତୀୟ ଲହର ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି । ଯାହାକୁ ଦୃଷ୍ଟିରେ ରଖି ଜିଲ୍ଲା ହେଡକ୍ୱାଟର ନଛାଡିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ । ଏନେଇ ଆଜି ଜିଲ୍ଲାପାଳଙ୍କ ଅଫିସ ପକ୍ଷରୁ ଟ୍ୱଇଟ କରି ସୂଚନା ଦିଆଯାଇଛି । କେବଳ ଜରୁରୀ କାମ ଥିଲେ ବିଭାଗୀୟ ଅନୁମତି ନେଇ ଛୁଟିରେ ଯିବାକୁ କର୍ମଚାରୀମାନଙ୍କୁ କୁହାଯାଇଛି ।

କରୋନାର ପ୍ରଥମ ଲହର ବେଳେ ଗଞ୍ଜାମରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଇଥିଲେ । ଯାହାକୁ ମାତ ଦେବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ନୂଆ ନୂଆ ନିୟମ ସହ କଠୋର ମନୋଭାବ ପୋଷଣ କରିଥିଲା । ପରେ ଆକ୍ରାନ୍ତଙ୍କ ସଂଖ୍ୟରେ ରୋକ ଲାଗିଥିଲା । କିନ୍ତୁ ଚଳିତ ବର୍ଷ ଦ୍ୱତୀୟ ଲହରରେ ଜିଲ୍ଲାରେ ପୁଣି ଆକ୍ରାନ୍ତଙ୍କ ସଂଖ୍ୟ ବଢିବାରେ ଲାଗିଛି । ଏହାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପୁଣି କଠୋର ମନୋଭାବ ପୋଷଣ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’