Masthead

ଆଲବମ କୁଇନରୁ ଗ୍ୟାଙ୍ଗଷ୍ଟର ହାଇଦର ସହଯୋଗୀ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ଆଲବମ କୁଇନରୁ ଗ୍ୟାଙ୍ଗଷ୍ଟର ହାଇଦର ସହଯୋଗୀ । ହାଇଦର ଫେରାର ଘଟଣାରେ ପୋଲିସ ତିନିଜଣଙ୍କୁ ଗିରଫ କରିଛି । ସେମାନଙ୍କ ମଧ୍ୟରୁ ବାଲେଶ୍ବର ଜିଲ୍ଳା ଭୋଗରାଇ ପସରବିନ୍ଧା ପଞ୍ଚାୟତ ମୁସଦପୁର ଗ୍ରାମର ଅର୍ଚ୍ଚନା ପରିଡା ଓରଫ ଗେଲୀର ଏବେ ଆଉ ଏକ ଆଲବମ୍ ଭିଡିଓ ଭାଇରାଲ ହେବାରେ ଲାଗିଛି । ସେଥିରେ ସେ ନାୟିକା ଭାବେ ନଜରରେ ଆସିଛନ୍ତି ।

ପୁଣି ଏକ ଫଟୋରେ ଗେଲୀ ପିନ୍ଧିଥିବା ସୁନାହାରକୁ ନେଇ ମଧ୍ୟ ସନ୍ଦେହ କରାଯାଉଛି । ତାଙ୍କ ବେକରେ ଝୁଲୁଥିବା ହାରଟି ଲକ୍ଷାଧିକ ଟଙ୍କା ହେବ ବୋଲି ସନ୍ଦେହ କରାଯାଉଛି । ଜଣେ ମଧ୍ୟବିତ ପରିବାର ଝିଅ ହୋଇ ଏତେ ଟଙ୍କାର ହାର କିଣିବା ପାଇଁ ଟଙ୍କା ଆସିଲା କେଉଁଠୁ ? ଅର୍ଚ୍ଚନା ଜଣେ ମାନସିକ ବିକୃତ ବୋଲି ପରିବାର ଲୋକେ ଅଭିଯୋଗ କରୁଥିଲା ବେଳେ ସେ କେମିତି ଚାକରି କରୁଥିଲା ଏବଂ ଏତେ ଟଙ୍କା ଅଳ୍ପଦିନରେ କେମିତି ଆୟ କଲା ତାହା ସମସ୍ତଙ୍କୁ ଚକିତ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ