Masthead

ଏସଆରସି ସନ୍ଧ୍ୟା ୭ଟାରେ ଦେବେ କୋଭିଡ ସମ୍ପର୍କରେ ଗୁରୁତ୍ଵପୂର୍ଣ୍ଣ ସୂଚନା

ଭୁବନେଶ୍ଵର (ବଡ଼ ଖବର  ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ । ଧିରେଧିରେ ନିୟମ କଡାକଡି କରୁଛନ୍ତି ସରକାର । ନାଇଟ କର୍ଫ୍ୟୁ ଯୋରଦାର ଚାଲିଛି । କରୋନାସ୍ଥିତିକୁ ନେଇ ଆଜି ସନ୍ଧ୍ୟା ୭ଟାରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେବେ ଏସଆରସି ପ୍ରଦୀପ କୁମାର ଜେନା ।

କରୋନା ପାଇଁ ବଡ ନିଷ୍ପତ୍ତି ନେଇ ପାରନ୍ତି ରାଜ୍ୟ ସରକାର । ତେବେ ପୁଣି କରୋନା ପାଇଁ କିଛି କଟକଣା ଜାରି କରିପାରନ୍ତି । ତେବେ କେଉଁ କଟକଣା ଜାରି କରିବେ ସରକାର ତା ଉପରେ ରହିଛି ସମସ୍ତଙ୍କ ନଜର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ