Masthead

ମନମୋହନଙ୍କୁ କରୋନା

ନୂଆଦୀଲ୍ଲି( ବଡ଼ ଖବର ବ୍ୟୁରୋ): ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ କରୋନା ସଂକ୍ରମିତ । ସୋମବାର ମନମୋହନ କରୋନା ପଜିଟିଭି ଚିହ୍ନଟ ହୋଇଛନ୍ତି । କରୋନା ପଜିଟିଭ ହେବା ପରେ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି । ଏମ୍ସର ଟ୍ରମା କେୟାର ସେଣ୍ଟରରେ ତାଙ୍କର ଚିକିତ୍ସା ଚାଲିଥିବା ସୂଚନା ମିଳିଛି । ଏହା ପୂର୍ବରୁ ଗତବର୍ଷ ମନମୋହନଙ୍କ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ଏମ୍ସରେ ଭର୍ତି କରାଯାଇଥିଲା । ଚିକିତ୍ସା ପରେ ସେ ସୁସ୍ଥହୋଇଥିଲେ

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ