Masthead

ନବୀନ ନିବାସ ସାମ୍ନାରେ ଛାତ୍ରଛାତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନବୀନ ନିବାସ ସାମ୍ନାରେ ଛାତ୍ରଛାତ୍ରୀ । ପରୀକ୍ଷା ହେବ କି ନାହିଁ? ଗଣଶିକ୍ଷା ମନ୍ତ୍ରୀଙ୍କଠାରୁ ମିଳିଲାନି ଉତ୍ତର, ଦ୍ୱନ୍ଦ୍ୱ ଦୂର କରିବା ପାଇଁ ଛାତ୍ରଛାତ୍ରୀଙ୍କ ଧାରଣା । କୋରନାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦଶମ ଓ ଯୁକ୍ତ ଦୁଇ ପରୀକ୍ଷାକୁ ସ୍ଥଗିତ ରଖିଥିବା ବେଳେ ମଙ୍ଗଳବାର ନବୀନ ନିବାସ ଆଗରେ ପ୍ରତିବାଦ କରିଛନ୍ତି ୧୦ମ ଶ୍ରେଣୀ ଛାତ୍ରଛାତ୍ରୀ।

ପରୀକ୍ଷା ଦ୍ୱନ୍ଦ୍ୱ ଦୂର କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଗୁହାରୀ କରିବା ପାଇଁ ସେମାନେ ନବୀନ ନିବାସ ସାମ୍ନାରେ ପହଞ୍ଚିଛନ୍ତି। ବର୍ତ୍ତମାନ ସ୍ଥିତିକୁ ଦେଖି ପରୀକ୍ଷା ବାତିଲ କରିବା ପାଇଁ ସେମାନେ ଦାବି କରିଛନ୍ତି। ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କୁ ଭେଟି ପରୀକ୍ଷା ଦ୍ୱନ୍ଦ୍ୱ ଦୂର କରିବାକୁ ବି ଦାବି କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି