Masthead

ଆଇସିଏସଇ ଦଶମ ପରୀକ୍ଷା ବାତିଲ

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): କରୋନାର ପ୍ରକୋପ ଦିନକୁ ଦିନ ବଢିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ସରକାର ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ବାତିଲ କରିଛନ୍ତି । ଛାତ୍ରଛାତ୍ରୀଙ୍କୁ ଏକାଦଶ ଶ୍ରେଣୀରେ ନାମ ଲେଖାଇବାକୁ ସବୁ ସ୍କୁଲଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟପଟେ ଦ୍ୱାଦଶ ଶ୍ରେଣୀର ପିଲାମାନଙ୍କ ପାଇଁ ଅନଲାଇନ କ୍ଲାସ କରାଇବାକୁ ଶିକ୍ଷାନୁଷ୍ଠାନଗୁଡିକୁ ପରାମର୍ଶ ଦେଇଛନ୍ତି ।

ଏହାପୂର୍ବରୁ ସିବିଏସଇ ପରୀକ୍ଷାକୁ ବି ବାତିଲ କରାଯାଇଥିଲା । ମଙ୍ଗଳବାର ସକାଳୁ ଭୁବନେଶ୍ୱରର ୧୫ ଟି ସ୍କୁଲର ଦଶମଶ୍ରେଣୀ ଛାତ୍ରଛାତ୍ରୀ ପରୀକ୍ଷା ହେବ କି ନାହିଁ ଦ୍ୱନ୍ଦ ଦୂର କରିବାକୁ ନବୀନ ନିବାସ ଆଗରେ ପହଞ୍ଚିଥିଲେ । ସେମାନେ କହିଥିଲେ କି ପରୀକ୍ଷା ନେଇ ଶିକ୍ଷାମନ୍ତ୍ରୀ ଦ୍ୱନ୍ଦ ଦୂର କରୁନଥିବାରୁ ସେମାନେ ମୁଖ୍ୟମନ୍ତ୍ରୀଙ୍କ ଠାରୁ ସ୍ପଷ୍ଟିକରଣ ଚାହୁଁଛନ୍ତି । ଏହାପରେ ରାଜ୍ୟ ସରକାର ଦଶମ ପରୀକ୍ଷା ସମ୍ପୂର୍ଣ୍ଣ ବାତିଲ ହେବା ନେଇ ସ୍ପଷ୍ଟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ