Masthead

ଓଡ଼ିଶା ଫେରିବ ପୋସ୍କୋ !

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ପୁଣି ଓଡ଼ିଶା ଫେରିବ ପୋସ୍କୋ । ଓଡ଼ିଶା- ଦକ୍ଷିଣ କୋରିଆ ମଧ୍ୟରେ ଆୟୋଜିତ ବାଣିଜ୍ୟ କାରବାର ଭର୍ଚୁଆଲ ବୈଠକରୁ ଏହି ସୂଚନା ମିଳିଛି । ଓଡ଼ିଶାରେ ପୋସ୍କୋ ସମନ୍ୱିତ ଇସ୍ପାତ କାରଖାନା ପ୍ରତିଷ୍ଠା କରିବ ବୋଲି ଦକ୍ଷିଣକୋରିଆ ରାଷ୍ଟ୍ରଦୂତ ସିନ୍ ବୋଙ୍ଗଜିଲ୍ ସୂଚନା ଦେଇଛନ୍ତି ।

ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ଜାରି କରାଯାଇଛି । ଓଡ଼ିଶାରେ ପ୍ରାୟ ୧୨ ବିଲିୟନ ୟୁଏସ୍ ଡଲାରରେ ପୋସ୍କୋ ପ୍ଲାଣ୍ଟ କରିବାକୁ ଯୋଜନା ପ୍ରସ୍ତୁତ କରିଛି । ଗତବର୍ଷ କରୋନା କାଳରେ ଭାରତରେ ଦକ୍ଷିଣ କୋରିଆ କମ୍ପାନି ପୋସ୍କୋ ୬୬ ଟି କାରବାର ଆରମ୍ଭ କରିଛି । ଏହି ସମୟ ଭିତରେ ଏହି ବିଦେଶୀ କମ୍ପାନି ୧୭ ମିଲିୟନ ଡଲାର ପୁଞ୍ଜିନିବେଶ କରିଛି । ଅକ୍ଷଞଶକ୍ତି, ଜଳ ବିଶୋଧନ, ଓ ସ୍ମାର୍ଟସିଟି ପ୍ରକଳ୍ପରେ ପୋସ୍କୋ କାମ କରିବାକୁ ଆଗ୍ରହୀ । ଆଗାମୀ ଦିନରେ ଓଡ଼ିଶାରେ ୨ଲକ୍ଷ କୋଟି ଟଙ୍କା ପୋସ୍କୋ ବିନିଯୋଗ କରିବାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା