Masthead

ଟ୍ରେନରେ ଶବ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ସୁରତ ଫେରନ୍ତାଙ୍କ ମୃତ୍ୟୁ। ସୁରତରୁ ଗାଁକୁ ଫେରିବା ରାସ୍ତାରେ ଟ୍ରେନରେ ଉଡିଗଲା ପ୍ରାଣବାୟୁ। ଆଜି ଏଭଳି ଘଟଣା ଘଟିଛି ପୁରୀ ଅହମ୍ମଦାବାଦ ଟ୍ରେନରେ। ମୃତ ବ୍ୟକ୍ତି ହେଲେ ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଖଣ୍ଡଦେଉଳି ଗ୍ରାମର ବିଶ୍ବନାଥ ଜେନା। ସେ ଗତକାଲି ସୁରତରୁ ଜଣେ ସମ୍ପର୍କୀୟଙ୍କ ସହ ପୁରୀ ଅହମ୍ମଦାବାଦ ଟ୍ରେନରେ ଖଲ୍ଲିକୋଟ ଷ୍ଟେସନ ଫେରୁଥିଲେ ।

ରାତି ୧୧ରେ ଟ୍ରେନରେ ହିଁ ବିଶ୍ବନାଥଙ୍କ ମୃତ୍ୟୁ ହୋଇଥିଲା। ଗାଡି ବ୍ରହ୍ମପୁର ଷ୍ଟେସନରେ ପହଞ୍ଚିବା ପରେ ଶବକୁ ବାହାର କରାଯାଇଥିଲା। ଏନେଇ ଜିଆରପି ପାଖରେ ଖବର ପହଞ୍ଚିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ତେବେ ମୃତ୍ୟୁରକାରଣ ଜଣାପଡାନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ