Masthead

ବିନା ମାସ୍କରେ ରେଗୀ ସେବା

ନିଶ୍ଚିନ୍ତକୋଇଲି (ବଡ଼ ଖବର ବ୍ୟୁରୋ): କୋଭିଡ ନିୟମର ଖୋଲାଖୋଲି ଉଲଂଘନ କରୁଛନ୍ତି ଡାକ୍ତର ଓ କର୍ମଚାରୀ । ବିନା ମାସ୍କରେ କରୁଛନ୍ତି ଚିକିତ୍ସା ଏବଂ ପଚାରିଲେ କହୁଛନ୍ତି ମାସ୍କ ଲଗାଇଲେ ଅଣନିଶ୍ୱାସୀ ଲାଗୁଛି । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ନିଶ୍ଚିନ୍ତକୋଇଲି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ।

ଏନେଇ ସ୍ୱାସ୍ଥ୍ୟ କେନ୍ଦ୍ରର ଦାୟିତ୍ୱରେ ଥିବା ଡାକ୍ତରଙ୍କ ପ୍ରତିକ୍ରିୟା ନେବାରୁ ମାସ୍କ ଲଗାଇଲେ ଅଣନିଶ୍ୱାସୀ ଲାଗୁଥିବା ସେ କହିଛନ୍ତି । ତେବେ ଏଠି ପ୍ରଶ୍ନ ଉଠୁଛି ସରକାରଙ୍କ କଟକଣା କ’ଣ କେବଳ ସାଧାରଣ ଲୋକଙ୍କ ପାଇଁ, ଡାକ୍ତରମାନଙ୍କ ପାଇଁ କଟକଣା ବାଧ୍ୟତାମୂଳକ ନୁହେଁ କି?

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ