Masthead

ବେଙ୍ଗାଲୋର ମାରିନେଲା ବାଜି

ଦୁବାଇ : ସୋମବାର ଆଇପିଏଲରେ ଆରସିବି ଓ ଏସଆରଏଚ୍ ମଧ୍ୟରେ ଅନୁଷ୍ଠିତ ମ୍ୟାଚରେ ବେଙ୍ଗାଲୋର ବାଜି ମାରି ନେଇଛି । ଆଉ କ୍ରିକେଟର ଯୁଗଭେନ୍ଦ୍ର ଚହଲ ୪ ଓଭରରେ ୧୮ ରନ ବଦଳରେ ତିନିଟି ୱିକେଟ୍ ନେଇଥିଲେ । ତାଙ୍କୁ ଆଜିର ମ୍ୟାଚରେ ମ୍ୟାନ ଅଫ୍ ଦି ମ୍ୟାଚ୍ ଘୋଷଣା କରାଯାଇଛି ।

ଆଜି ପ୍ରଥମେ ଟସ୍ ଜିତି ହାଇଦ୍ରାବାଦ ବୋଲିଂ ନିଷ୍ପତ୍ତି ନେଇଥିଲା । ଦଳ ପକ୍ଷରୁ ପାଦିକିଲ, ଡିଭିଲିଅର୍ସ ଧୁଆଁଧାର ବ୍ୟାଟିଂ କରିଥିଲେ । ପାଦିକିଲ ୫୬ ରନ କରିଥିବା ବେଳେ ଡିଭିଲିଅର୍ସ ଦୁଇଟି ଛକା ସହ ୫୧ ରନ କରିଥିଲେ । ଏଥିସହ ହାଇଦ୍ରାବାଦକୁ ଦଳ ୧୬୪ରନର ବିଜୟ ଲକ୍ଷ୍ୟ ଦେଇଥିଲା ।

ହାଇଦ୍ରାବାଦ ଟିମ୍ ପକ୍ଷରୁ ବେୟାର ଷ୍ଟ୍ରୋ ୬୧ ରନ କରିପାରିଥିଲେ । ଚହଲ ଗୋଟିଏ ଓଭରରେ ଦୁଇଟି ୱିକେଟ୍ ନେବା ପରେ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା । ଦଳ ୯ ଟି ୱିକେଟ୍ ହରାଇ କରିପାରିଥିଲା ମାତ୍ର ୧୫୪ ରନ କରିଥିଲା । ଆଉ ୧୦ ରନରେ ବିଜୟ ହାସଲ କରିନେଇଥିଲା ଆରସିବି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏନଡିଏ ବୈଠକ ମୋଦିଙ୍କ ହୁଙ୍କାର 🔴 ଦଳ ଏବଂ ଘରୁ ବେଦଖଲ ହେଲେ ଲାଲୁ ନନ୍ଦନ 🔴 ବର୍ଷା ପାଇଁ ୪୯ ବିମାନର ଗତିପଥ ପରିବର୍ତ୍ତନ 🔴 ଦେବାଶିଷ-ସୌମ୍ୟ ଭେଟଘାଟ୍, ବିଜେଡିକୁ ଘାରିଛି କୋକୁଆ ଭୟ! 🔴 ନବୀନଙ୍କୁ ବେଖାତିର…ପ୍ରତାପଙ୍କ ଘରେ ପାଣ୍ଡିଆନ ପନ୍ଥୀ 🔴 ‘ଆତଙ୍କବାଦ ଶେଷ ଭାରତର ସଂକଳ୍ପ’ 🔴 ୩୨ ପାକିସ୍ତାନୀ ସେନା ନିହତ 🔴 ଡିଭାଇଡରରେ ଧକ୍କା ହୋଇ ଟ୍ରକକୁ ପିଟିଲା କାର୍‌ 🔴 ଦାନା ବାନ୍ଧୁଛି ଲଘୁଚାପ 🔴 ଶୁଭମନ ଗିଲ ଟେଷ୍ଟ ଟିମ କ୍ୟାପଟେନ 🔴 ଏନଡିଏ ବୈଠକ ମୋଦିଙ୍କ ହୁଙ୍କାର 🔴 ଦଳ ଏବଂ ଘରୁ ବେଦଖଲ ହେଲେ ଲାଲୁ ନନ୍ଦନ 🔴 ବର୍ଷା ପାଇଁ ୪୯ ବିମାନର ଗତିପଥ ପରିବର୍ତ୍ତନ 🔴 ଦେବାଶିଷ-ସୌମ୍ୟ ଭେଟଘାଟ୍, ବିଜେଡିକୁ ଘାରିଛି କୋକୁଆ ଭୟ! 🔴 ନବୀନଙ୍କୁ ବେଖାତିର…ପ୍ରତାପଙ୍କ ଘରେ ପାଣ୍ଡିଆନ ପନ୍ଥୀ 🔴 ‘ଆତଙ୍କବାଦ ଶେଷ ଭାରତର ସଂକଳ୍ପ’ 🔴 ୩୨ ପାକିସ୍ତାନୀ ସେନା ନିହତ 🔴 ଡିଭାଇଡରରେ ଧକ୍କା ହୋଇ ଟ୍ରକକୁ ପିଟିଲା କାର୍‌ 🔴 ଦାନା ବାନ୍ଧୁଛି ଲଘୁଚାପ 🔴 ଶୁଭମନ ଗିଲ ଟେଷ୍ଟ ଟିମ କ୍ୟାପଟେନ