Masthead

ତାତିରୁ ମିଳିବ ତ୍ରାହି

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ତାତିରୁ ମିଳିବ ତ୍ରାହି। ଗରମରୁ ମିଳିପାରେ ସାମାନ୍ୟ ଆଶ୍ୱସ୍ତି। ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହେବା ନେଇ ମଧ୍ୟ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

୧୦ ଜିଲ୍ଲାରୁ ବଜ୍ରପାତ ନେଇ ପାଣିପାଗ ବିଭାଗ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି । ସେଗୁଡିକ ହେଲା ମାଲକାନଗିରି, କୋରାପୁଟ,ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡା ଓ ସୁନ୍ଦରଗଡ଼। ଏହି ସବୁ ଜିଲ୍ଲାରେ ବଜ୍ରପାତ ସମ୍ଭାବନା ରହିଛି। ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ସାମାନ୍ୟ ବର୍ଷା ହୋଇଥିବା ରେକର୍ଡ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ