Masthead

ଦନ୍ତା ନେଲା ୩ ଜୀବନ

ଗାଇସିଲଟ (ବଡ଼ ଖବର ବ୍ୟୁରୋ): ଦନ୍ତା ନେଲା ୩ ଜୀବନ । ବରଗଡ଼ ଜିଲ୍ଲା ଗାଇସିଲଟ ବ୍ଳକ୍ ରାଇସଲପଦର ପଞ୍ଚାୟତ ନାଥପାଲି ପଞ୍ଚାୟତର ୩ଟି ଗାଁର ୩ ଜଣଙ୍କର ହାତୀ ଆକ୍ରମଣରେ ମୃତ୍ୟୁ ହୋଇଛି।

ଉମରାଡ ଗାଁର ମାଳ ସେଟ୍, ନାଥପାଲି ଗାଁର ଶିବ ସେଟ୍ ଓ ଉମରାଡର ବିରଞ୍ଚି କୁମ୍ଭାର ଶୌଚ ହେବା ପାଇଁ ପ୍ରତ୍ୟୁରେ ଗାଁ ମୁଣ୍ଡ ପୋଖରୀକୁ ଯାଇଥିବା ବେଳେ ହାତୀ ହାବୁଡରେ ପଡିଯାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ