Masthead

ଆଜି ପବିତ୍ର ଶ୍ରୀରାମ ନବମୀ

ଭୁବବେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ଶ୍ରୀରାମ ନବମୀ । ମର୍ଯ୍ୟଦା ପୁରୁଷେIତ୍ତମ ପ୍ରଭୁ ଶ୍ରୀରାମଙ୍କ ଜନ୍ମଦିବସ । ପ୍ରତିଟି ହିନ୍ଦୁ ଭକ୍ତି ଓ ନିଷ୍ଠାର ସହ ଏହି ଦିବସକୁ ପାଳନ କରିଥାନ୍ତି । ଶ୍ରଦ୍ଧାଳୁମାନେ ଉପବାସ ରହି ପ୍ରଭୁ ଜାନକୀନାଥଙ୍କୁ ଆରଧନା କରନ୍ତି । ପରିବାରର ସୁଖ ମନାସିଥାନ୍ତି । କିନ୍ତୁ ଅଦୃଶ୍ୟ ଭାଇରସ କରୋନାର ଦ୍ୱିତୀୟ ଲହର ସମସ୍ୟା ସୃଷ୍ଟି କରିଛି ।

ବଢାଇଛି ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଦୂରତା । ସମସ୍ତ ଧର୍ମାନୁଷ୍ଠାନ ଭକ୍ତଙ୍କ ପାଇଁ ବନ୍ଦ ଥିବାରୁ ମନ୍ଦିରଗୁଡିକ ଖାଁ ଖାଁ । ଭକ୍ତମାନେ ଘରେ ପ୍ରଭୁ ଶ୍ରୀରାମଙ୍କୁ କରୁଛନ୍ତି ସୁମରଣା । ଏହାକୁ ନେଇ ଟ୍ୱିଟ କରି ଉଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ