Masthead

ବନ୍ଦ ରହିବ ସମ୍ବଲପୁର ବିଶ୍ୱବିଦ୍ୟାଳୟ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ୫ଦିନ ବନ୍ଦ ରହିବ ସମ୍ବଲପୁର ବିଶ୍ୱବିଦ୍ୟାଳୟ । ୨୧ ଏପ୍ରିଲରୁ ୨୫ ଏପ୍ରିଲ ପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ ।  ଏନେଇ ସୂଚନା ଦେଲେ ସମ୍ବଲପୁର ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ । ସମ୍ବଲପୁର ବିଶ୍ୱବିଦ୍ୟାଳୟର ବିଭିନ୍ନ ବିଭାଗରୁ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ବଡ଼ ନିଷ୍ପତି ନେଇଛନ୍ତି ।

୫ ଦିନ ବିଶ୍ୱବିଦ୍ୟାଳୟକୁ ବନ୍ଦ କରିବା ପାଇଁ କହିଛନ୍ତି କର୍ତ୍ତୃପକ୍ଷ । ଲଗାତର କିଛି ଦିନ ହେବ କୋଭିଡ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ପୂର୍ବରୁ ମଧ୍ୟ କୋଭିଡ ଆକ୍ରାନ୍ତଙ୍କ ଚିହ୍ନଟ ହୋଇଆସୁଥିଲେ । ବନ୍ଦ ପାଇଁ ନିଷ୍ପତି ନିଆଯାଇଥିଲା । ରିପୋର୍ଟ ଭୁଲ ଥିବା ଜଣାପଡିବା ପରେ ଏହି ନିଷ୍ପତିରେ ପରିବର୍ତ୍ତନ ଘଟିଥିଲା । କିନ୍ତୁ ମଙ୍ଗଳବାର ସଂକ୍ରମିତ ଚିହ୍ନଟ ହେବାପରେ ବୁଧବାର ଏ ନେଇ ସୂଚନା ଦେଇଛନ୍ତି ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା