Masthead

ଧୋନୀଙ୍କ ଘରେ କରୋନା

ରାଞ୍ଚି (ବଡ ଖବର ବ୍ୟୁରୋ): ଦିନକୁ ଦିନ ଭୟାବହ ହେବାରେ ଲାଗିଛି କରୋନାର ସ୍ଥିତି । ଏହି କରେନାରେ ଲକ୍ଷ ଲକ୍ଷ ଲୋକ ସଂକ୍ରମଣ ହେଉଛନ୍ତି । ଏହାରି ମଧ୍ୟରେ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀଙ୍କ ଘରେ ପହଞ୍ଚିଛି ମହାମାରୀ କରୋନା ଭୂତାଣୁ। ଧୋନୀଙ୍କ ମାତା-ପିତା କରୋନା ଭୂତାଣୁରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।

ଉଭୟଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ସେମାନଙ୍କୁ ରାଞ୍ଚିର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଧୋନୀଙ୍କ ମାତା ଦେବିକା ଦେବୀ ଏବଂ ପିତା ପାନ୍ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ଏବେ ଠିକ୍ ଥିବା ଡାକ୍ତର କହିଛନ୍ତି। ଉଭୟଙ୍କ ଶରୀରରେ ଅକ୍ସିଜେନ ସ୍ତର ବି ସାଧାରଣ ଅବସ୍ଥାରେ ରହିଛି। ତେବେ ସଂକ୍ରମଣ ଫୁସଫୁସ ପର୍ୟ୍ୟନ୍ତ ପହଞ୍ଚି ନ ଥିବା ଡାକ୍ତରମାନେ ସ୍ପଷ୍ଟ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ