Masthead

ରାମ ନବମୀରେ ଖାଁ ଖାଁ ପୂଜା ମଣ୍ଡପ

ଅସ୍ତରଙ୍ଗ (ବଡ଼ ଖବର ବ୍ୟୁରୋ): ଆଜି ଚୈତ୍ର ମାସ ଶୁକ୍ଳ ନବମୀ । ଆଜି ଦିନକୁ ସବୁଠି ରାମ ନବମୀ ରୂପେ ପାଳନ କରାଯାଏ। ଏହି ଦିନରେ ପ୍ରଭୁ ଶ୍ରୀ ରାମଚନ୍ଦ୍ର ଜନ୍ମ ଗ୍ରହଣ କରିଥିଲେ । ତେଣୁ ଏହି ଦିନକୁ ରାମଚନ୍ଦ୍ରଙ୍କ ଜନ୍ମଦିନ ରୂପେ ପାଳନ କରାଯାଏ । ରାମ ନବମୀ ଉପଲକ୍ଷେ ୯ ଦିନ ବ୍ୟାପି ଭଜନ କୀର୍ତ୍ତନ ଓ ଅଖଣ୍ଡ ନାମ ପାଠ କରାଯାଏ ।

ତାପରେ ରାମଚରିତ ମାନସ ପାଠ କରାଯାଏ । କିନ୍ତୁ କରୋନା ପାଇଁ ଏଥର ଫିକା ପଡିଛି ରାମନବମୀ । ଯାହା ଵିଧି ରକ୍ଷା ନିମନ୍ତେ ପାଳନ କରାଯାଉଛି । ବୁଧବାର ଅସ୍ତରଙ୍ଗ ବ୍ଲକ ରଘୁନାଥପୁର ରାମ ମନ୍ଦିରରେ ବିନା ଭକ୍ତରେ ପ୍ରଭୁଙ୍କ ରୀତିନୀତି ପାଳନ ହେଉଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିନା ଭକ୍ତରେ ଚାଲିଛି ନୀତିକାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା