Masthead

କୁଳପତିଙ୍କୁ ବହିଷ୍କାର କର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସମ୍ବଲପୁର ବିଶ୍ୱ ବିଦ୍ୟାଳୟ ଅସ୍ଥାୟୀ କର୍ମଚାରୀଙ୍କ ଆତ୍ମାହୁତି ଘଟଣାରେ କୁଳପତି ଙ୍କୁ ବହିଷ୍କାର ଓ ଗିରଫ ଦା ବି କରିଛନ୍ତି ଓଡିଶା କର୍ମଚାରୀ ମହାମଞ୍ଚ ର ଅଧକ୍ଷ ପ୍ରଭାତ ମହାନ୍ତି । ଏଥିସହ ସମୃକ୍ତ ଅନ୍ୟ ଅପରାଧି ଙ୍କୁ ମଧ୍ୟ ତୁରନ୍ତ ବହିଷ୍କାର କରିବା ସହ ସ୍ବର୍ଗତ ଦିନବନ୍ଧୁଙ୍କ ପରିବାର କୁ ତୁରନ୍ତ ୧୫ ଲକ୍ଷ ଟଙ୍କା ସହାୟତା ଓ ପରିବାରକୁ ଜଣଙ୍କୁ ଚାକିରି ଦିଆ ଯିବାକୁ ସେ ଦାବି କରିଛନ୍ତି । ଏହା କରା ନଗଲେ ସାରା ରାଜ୍ୟରେ ବ୍ୟାପକ ଆନ୍ଦୋଳନ କରାଯିବ ବୋଲି ପ୍ରଭାତ କହିଛନ୍ତି କହିଛନ୍ତି । ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଆସିଷ୍ଟାଣ୍ଟ କମ୍ପ୍ୟୁୁଟର ଅପରେଟର ଦିନବନ୍ଧୁ ମିଶ୍ର ନିଜ ସମସ୍ୟା ସମ୍ପର୍କରେ ଅନେକବାର କତୃପକ୍ଷଙ୍କୁ ଜଣାଇଥିଲେ । ହେଲେ କିଛି ସୁଫଳ ମିଳିନଥିଲା । ମଙ୍ଗଳବାର କୁଳପତିଙ୍କ କକ୍ଷରେ ବୈଠକ ଚାଲିଥିବା ବେଳେସେ ଦେହରେ କିରାସିନି ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ କଟକ ମେଡିକାଲ ନେବା ମୃତ୍ୟୁ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା