ରାସ୍ତା ଉପରେ ଅନଲାଇନ କ୍ଲାସ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): କରୋନା ପାଇଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ହୋଇଯାଇଛି । ଛାତ୍ରଛାତ୍ରୀମାନେ ଅନଲାଇନରେ ପାଠପଢିବାକୁ ନିର୍ଦ୍ଦେଶ ଦିଆଯାଇଛି । କିନ୍ତୁ ଅନଲାଇନ ପାଠପଢାର ବିକଳ ଚିତ୍ର ଦେଖିବାକୁ ମିଳୁଛି ସମ୍ବଲପୁରରେ । ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକର ଚଡଚଡି ଗାଁ ।

ଦେବଗଡ,ଅନୁଗୋଳ,ସମ୍ବଲପୁର ଜିଲ୍ଲାର ସୀମାରେ ଅବସ୍ଥିତ ଚଡଚଡି ଗ୍ରାମରେ କୌଣସି ମୋବାଇଲ କମ୍ପାନୀର ନେଟୱାର୍କ ଠିକରେ ଲାଗୁନାହିଁ । ଗ୍ରାମର ଛାତ୍ରଛାତ୍ରୀମାନେ ଅନଲାଇନ କ୍ଲାସ କରିବାରେ ବହୁତ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବହୁ ଗରୀବ ଛାତ୍ରଛାତ୍ରୀଙ୍କ ନିକଟରେ ସ୍ମାର୍ଟ ଫୋନ ନ ଥିବା ବେଳେ ଆବଶ୍ୟକ ଭିତ୍ତିଭୂମିର ଅଭାବ ରହିଛି । ପିଲାମାନେ ଗାଁ ଠାରୁ ୨ କି.ମି,ଜଙ୍ଗଲ ରାସ୍ତାରେ ଚାଲିଚାଲି ଯାଇ ରାସ୍ତା ଉପରେ ବସି ପାଠ ପଢୁଛନ୍ତି । ଜୀବନକୁ ବାଜି ଲଗାଇ ପିଲାମାନେ ଜଙ୍ଗଲ ରାସ୍ତାରେ ପଢିବାକୁ ବାଧ୍ୟ ହେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ