Masthead

ପିପିଲି ପାଇଁ ନୂଆ ତାରିଖ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୁଣି ବଦଳିଲା ପିପିଲି ଭୋଟ ତାରିଖ । ମେ ୧୩ବଦଳରେ ୧୬ରେ ହେବ ପିପିଲି ଭୋଟ । ଏନେଇ ଆଜି ସୂଚନା ଦେଇଛନ୍ତି ନିର୍ବାଚନ କମିଶନ । ମେ ୧୩ରେ ଇଦ-ଉଲ-ଫିତଲ ପଡୁଥିବାରୁ ନିର୍ବାଚନୀ ତାରିଖକୁ ଘୁଞ୍ଚାଇ ଦିଆଯାଥିବା ନିର୍ବାଚନ କମିଶନ । ମେ ୧୬ରେ ଭୋଟ ଗ୍ରହଣ କରାଯିବ । ୧୩ ତାରିଖ ସନ୍ଧ୍ୟା ସୁଦ୍ଧା ପ୍ରଚାର ଶେଷ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ମେ ୧୯ରେ ଭୋଟ ଗଣିତ ସହ ମେ ୨୨ ସୁଦ୍ଧା ଭୋଟ ପ୍ରକ୍ରିୟା ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନ । ଏହାକୁ ମିଶାଇ ପିପିଲି ପାଇଁ ତିନିଥର ତାରିଖ ଘୋଷଣା କରାଗଲାଣି । ପ୍ରଥମେ ଏପ୍ରିଲ ୧୭ରେ ପିପିଲି ପାଇଁ ଭୋଟ ଗ୍ରହଣ କରିବାକୁ ତାରିଖ ଘୋଷଣା କରାଯାଇଥିଲା । ତେବେ କଂଗ୍ରେସ ବିଧାୟକ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ପରେ ନିର୍ବଚାନକୁ ସ୍ଥଗିତ ରଖିଥିଲେ କମିଶନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା