Masthead

ମୃତ୍ୟୁ ଏମିତି ବି ଆସେ ।

ଦୁର୍ଘଟଣାରେ ପୁଅର ଆଖି ଆଗରେ ଚାଲିଗଲା ମାଆ ର ଜୀବନ !

ମାହାଙ୍ଗା :
ମୃତ୍ୟୁ ଏମିତି ବି ଆସେ ,କେହି ଏହାର କଳ୍ପନା ବି କରିନଥିଲେ । ତୁଳସୀ କ୍ଷେତ୍ର କେନ୍ଦ୍ରାପଡ଼ା ରୁ ଫେରିବା ବାଟରେ ଦୁର୍ଘଟଣାରେ ଚାଲିଗଲା ନିରୀହ ମାଆର ଜୀବନ । ସୂଚନା ମୁତାବକ ମାହାଙ୍ଗା ଥାନା ଅନ୍ତର୍ଗତ ଲଳିତଗିରି ଗାଁର ସଂଯୁକ୍ତା ସିଂହ ୬୦ ବର୍ଷ(ମୃତକ) । ଆଜି ସଂଯୁକ୍ତା ପୁଅ ସହିତ ସ୍କୁଟିରେ ବସି କେନ୍ଦ୍ରାପଡା ବଳଦେବ ଜୀଉ ମନ୍ଦିରକୁ ଦର୍ଶନ କରିବାକୁ ଯାଇଥିଲେ ମନ୍ଦିରରେ ଭୋଗରାଗ କରି ଘରକୁ ଫେରିବା ବାଟରେ , ଏକ ହମ୍ପସ ରେ ଗାଡିର ଚକାଟି ପଡି ,ଗାଡ଼ିରୁ ଖସିପଡିଥିଲେ ସଂଯୁକ୍ତା । ପୁଅ ସ୍ଥାନୀୟ ଆମ୍ବୁଲାନ୍ସ କୁ ଡାକିବା ଭିତରେ ଅକାଳରେ ଚାଲିଯାଇଥିଲା ମାଆ ର ଜୀବନ । ଦୁର୍ଘଟଣା ଶୁଣିବା ପରେ ଗାଁରେ ଶୋକର ଛାୟା ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ