Masthead

ଆଇଆଇଏମସିରେ ପଶିଲା ପୋଲିସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଆଇଏମସିରେ ପଶିଲା ପୋଲିସ । କରୋନା ପାଇଁ ଆଇଆଇଏମସି ଢେଙ୍କାନାଳରେ ଅଫ ଲାଇନ କ୍ଲାସ ହୋଇପାରୁନଥିଲା ।

ଛାତ୍ରଛାତ୍ରୀମାନେ ଦାବି କରିବାରୁ ଅଫ ଲାଇନ୍ କ୍ଲାସ ଆରମ୍ଭ ହୋଇଥିଲା, କିନ୍ତୁ ରାଜ୍ୟର ସବୁ ସ୍କୁଲ ବନ୍ଦ ନିଷ୍ପତ୍ତିକୁ ଦେଖାଇ କେନ୍ଦ୍ର ସରକାରଙ୍କ ଏହି ପୋଷ୍ଟ ଗ୍ରାଜୁଏସନ ଶିକ୍ଷାନୁଷ୍ଠାନରେ ପୁଣି ଅଫ ଲାଇନ୍ କ୍ଲାସକୁ ବନ୍ଦ କରାଯାଇଛି । ଯାହାର ପ୍ରତିବାଦ କରିଥିଲେ ଛାତ୍ରଛାତ୍ରୀ । ହେଲେ କ୍ୟାମ୍ପସରୁ ପୋଲିସ ଛାତ୍ରଛାତ୍ରୀଙ୍କୁ ବିଦା କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା