Masthead

ବେକାବୁ କରୋନା ସ୍ଥିତି: ଖୋର୍ଦ୍ଧାରେ ସର୍ବାଧିକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବେକାବୁ ହେଉଛି କରୋନା ସ୍ଥିତି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହେଲେ ୬ ହଜାର ୨୧୫ ଆକ୍ରାନ୍ତ । ଏହାମଧ୍ୟରୁ ୩ ହଜାର ୬୦୪ ଜଣ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨ ହଜାର ୬୧୧ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୫୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେହିପରି ଅନୁଗୁଳରୁ ୧୭୩, ବାଲେଶ୍ୱରରୁ ୭୯, ବରଗଡ଼ରୁ ୨୬୮, ଭଦ୍ରକରୁ ୮୬, ବଲାଙ୍ଗିରରୁ ୨୧୧, ବୈାଦ୍ଧରୁ ୨୦, କଟକରୁ ୨୮୩, ଦେଓଗଡ଼ରୁ ୩୩, ଢେଙ୍କାନାଳରୁ ୧୬, ଗଜପତିରୁ ୪୭, ଗଞ୍ଜାମରୁ ୬୭, ଜଗତସିଂହପୁରରୁ ୬୨, ଯାଜପୁରରୁ ୮୫, ଝାରସୁଗୁଡ଼ାରୁ ୨୬୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେହିପରି ଭାବେ କଳାହାଣ୍ଡି ଜିଲ୍ଲାରୁ ସର୍ବାଧିକ ୬୮୨, କନ୍ଧମାଳରୁ ୩୪, କେନ୍ଦ୍ରାପଡ଼ାରୁ ୪୧, କେନ୍ଦୁଝରରୁ ୧୫୭, ଖୋର୍ଦ୍ଧାରୁ ୯୫୦, କୋରାପୁଟରୁ ୫୮, ମାଲକାନଗିରି ୨୧, ମୟୁରଭଞ୍ଜରୁ ୧୧୫, ନବରଙ୍ଗପୁରରୁ ୨୫୭, ନୟାଗଡ଼ରୁ ୮୨, ନୂଆପଡ଼ାରୁ ୪୪୬, ପୁରୀରୁ ୩୦୬, ରାୟଗଡ଼ାରୁ ୭୦, ସମ୍ବଲପୁରରୁ ୨୬୩, ସୋନପୁରରୁ ୬୫, ସୁନ୍ଦରଗଡ଼ରୁ ୬୮୪ ଜଣ ଏବଂ ଷ୍ଟେଟ ପୁଲରୁ ୧୯୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଅନ୍ୟପଟେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୯୪ ହଜାର ୬୯୪କୁ ବୃଦ୍ଧି ପାଇଛି । ସେହିପରି ୩ ଲକ୍ଷ ୫୩ ହଜାର ୫୫୧ଜଣ ଆକ୍ରାନ୍ତ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଭାବେ ବର୍ତ୍ତମାନ ସୁଦ୍ଧା ୩୯ ହଜାର ୧୧୭ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼