Masthead

ରାମଦେବଙ୍କ ପତଞ୍ଜଳିରେ କରୋନା

ହରିଦ୍ୱାର (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମଣ । ବେକାବୁ ହେଲାଣି ସ୍ଥିତି । ଏବେ ପତଞ୍ଜଳି ଯୋଗପୀଠରେ ପ୍ରବେଶ କରିଛି ମହାମାରୀ । ଉତ୍ତରାଖଣ୍ଡରେ ତୀବ୍ର ବେଗରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ମଧ୍ୟରେ ଯୋଗଗୁରୁ ବାବା ରାମଦେବଙ୍କ ହରିଦ୍ୱାର ସ୍ଥିତ ବିଭିନ୍ନ ସଂସ୍ଥାନରେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ମିଳିଛି ।

ଏବେ ସୁଦ୍ଧା ଯୋଗପୀଠର ବିଭିନ୍ନ ସ୍ଥାନରେ କରୋନାର ସଂକ୍ରମଣର ୮୩ ମାମଲା ସାମ୍ନାକୁ ଆସିଛି । ସୂଚନା ଅନୁସାରେ ବାବା ରାମଦେବଙ୍କ ସଂସ୍ଥାନରୁ କୌଣସି ପଜିଟିଭ୍ ଚିହ୍ନଟ ହୋଇନାହାନ୍ତି । କାରଣ ପତଞ୍ଜଳିରେ ପ୍ରବେଶ ପୂର୍ବରୁ ହିଁ ସମସ୍ତଙ୍କର ପରୀକ୍ଷଣ କରାଯାଉଛି । ଏବଂ ସଂକ୍ରମିତଙ୍କୁ ପ୍ରବେଶ କରିବାକୁ ଦିଆଯାଉ ନାହିଁ । ବାବା ରାମଦେବଙ୍କ ପତଞ୍ଜଳି ଯୋଗପୀଠରେ ୪୬ ଜଣ, ଯୋଗ ଗ୍ରାମରେ ୨୮ ଜଣ, ଆଚାର୍ଯ୍ୟକୁଲମରେ ୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ