Masthead

କୋଭିଡ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): କୋଭିଡ଼ ହସ୍ପିଟାଲରେ ଅଗ୍ନିକାଣ୍ଡ । ଅକାଳରେ ଆଖି ବୁଜିଲେ ୧୩ ଜଣ କୋଭିଡ଼ ଆକ୍ରାନ୍ତ । ମହାରାଷ୍ଟ୍ରର ପାଲଘର ଜିଲ୍ଲାରେ ଥିବା ବିରାର ବିଜୟ ବଲ୍ଲଭ କୋଭିଡ଼ ହସ୍ପିଟାଲରେ ଭୟାଭୟ ଅଗ୍ନିକାଣ୍ଡ ଘଟିଛି । ମିଳିଥିବା ପ୍ରାଥମିକ ସୂଚନା ଅନୁଯାୟୀ, କୋଭିଡ଼ ହସ୍ପିଟାଲର ଆଇସିୟୁରେ ଥିବା ୧୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ହସ୍ପିଟାଲରେ ଥିବା ଅନ୍ୟ କରୋନା ଆକ୍ରାନ୍ତଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଉଛି । ଗୁରୁତର ମାନଙ୍କୁ ଅନ୍ୟ ହସ୍ପିଟାଲରେ ଚିକିତ୍ସିତ କରାଯାଉଛି । ଖବର ଅନୁସାରେ ଅଗ୍ନିକାଣ୍ଡ ବେଳେ ଆଇସିୟୁରେ ୧୭ ଜଣ କରୋନା ଆକ୍ରାନ୍ତ ଥିଲେ । ପ୍ରାଥମିକ ରିପୋର୍ଟରୁ ମିଳିଥିବା ସୂଚନା ଅନୁଯାୟୀ, ସର୍ଟ ସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ ଅଗ୍ନିଶମ ବାହୀନି ପହଂଚି ନିଆଁ ଆୟତ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା