Masthead

ହିମାଚଳରେ ବାଦଲ ଫଟା ବର୍ଷା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବର୍ଷା ସହ ବରଫପାତ । ହିମାଚଳ ପ୍ରଦେଶରେ ଆଜି ବାଦଲଫଟା ବର୍ଷା ହେବାରୁ ସାଧାରଣ ଜୀବନଯାତ୍ରା ଠପ୍ ହୋଇଯାଇଛି । ସାଜୁଲି ଅଞ୍ଚଳରେ ଏକ ୫ମହଲା ଘର ଭୁଶୁଡି ପଡିଛି । ସେହିପରି ରାଜ୍ୟର ଅନେକ ଜିଲ୍ଲାରେ ବହୁ କ୍ଷୟକ୍ଷତି ହେବା ସହ ନଦୀରେ ବନ୍ୟା ଆସିଛି ।

ତେଣେ ଉତ୍ତରାଖଣ୍ଡରେ ବରଫପାତ ହେବାରୁ ଗୁରୁତର ସମସ୍ୟା ସୃଷ୍ଟି କରିଛି । ବରଫପାତ ଓ ବର୍ଷା ଯୋଗୁଁ ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡରେ ତାପମାତ୍ର ବହୁ ତଳକୁ ଖସିଆସିଛି । ଉତ୍ତରାଖଣ୍ଡର ବଦ୍ରିନାଥ, ଘଙ୍ଗାରିଆ, ମାନୋ, ଚମେଲି ଜିଲ୍ଲାରେ ବରଫପାତ ହେବାରୁ ସାଧାରଣ ଜୀବନଯାତ୍ରା ଗୁରୁତର ପ୍ରଭାବିତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ