Masthead

କରୋନା ଯୁଦ୍ଧରେ ହାରିଗଲେ ଗଞ୍ଜାମ ଜିଲ୍ଲାର ଦୁଇ ଯୁବ ସାମ୍ବାଦିକ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଅନ୍ୟ ମାନଙ୍କ ପାଇଁ ଚିନ୍ତା କରୁଥିବା ଆଗଧାଡିର କରୋନା ଯୋଦ୍ଧା ଭାବେ ପରିଚିତ ଦୁଇ ଜଣ ଗଞ୍ଜାମର ଯୁବ ସାମ୍ବାଦିକ କରୋନା ଯୁଦ୍ଧରେ ହାରି ଯାଇଛନ୍ତି। ସେମାନେ ହେଲେ କୁକୁଡ଼ାଖଣ୍ଡିର ଯୁବ ସାମ୍ବାଦିକ ଗୋବିନ୍ଦ ବେହେରା ଓ ଚିକିଟିର ଯୁବ ସାମ୍ବାଦିକ ମନୋଜ କୁମାର ସାହୁଙ୍କ ଦେହାନ୍ତ ଘଟିଛି।

ଏ ଖବର ଶୁଣିବା ପରେ ସମସ୍ତଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି। ୩ ଦିନ ପୂର୍ବରୁ ମଧ୍ୟ ଗଞ୍ଜାମ ଜିଲ୍ଲାରେ ଜଣେ କାର୍ୟ୍ୟରତ ସାମ୍ବାଦିକ ଶେରଗଡ଼ ବ୍ଲକର ଜଣେ ସାମ୍ବାଦିକ କରୋନାରେ ମୃତ୍ୟୁ ବରଣ କରିଥିଲେ।ଏବେ ଗଞ୍ଜାମ ଜିଲ୍ଲାରେ ୩ ଦିନ ମଧ୍ୟରେ ୩ ଜଣ ସାମ୍ବାଦିକଙ୍କ ଜୀବନ ନେଇଛି କିଲର ଭାଇରସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ