Masthead

ମହାଦେବଙ୍କୁ କରୋନା

ମୁମ୍ବାଇ (ବଡ ଖବର ବ୍ୟୁରୋ): କୋରୋନାର ଦ୍ବିତୀୟ ଲହର ସାରା ଦେଶରେ ହାହାକାର ପରିସ୍ଥିତି ସୃଷ୍ଟି କରିଛି । ବହୁ ବଲିଉଡ ସେଲିବ୍ରିଟି ଏହି ସଂକ୍ରମଣରେ ସଂକ୍ରମିତ ହୋଇସାରିଲେଣି । ଏବେ ଟିଭି ସିରିଏଲ ‘ଦେବୋ କେ ଦେବ ମହାଦେବ’ର ଅଭିନେତା ମୋହିତ ରାଇନା ମଧ୍ୟ କରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି । ଏବେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି । ଏନେଇ ମୋହିତ ନିଜେ ସୋସିଆଲ ମିଡିଆରେ ଏହି ସୂଚନା ଦେଇଛନ୍ତି ।

ମୋହିତ ଇନଷ୍ଟାଗ୍ରାମରେ ହସ୍ପିଟାଲରୁ ଏକ ଫଟୋ ସେୟାର କରିଛନ୍ତି । ଯେଉଁଥିରେ ତାଙ୍କ ହାତରେ ଡ୍ରିପ ଲଗା ଯାଇଥିବାର ଦେଖିବାକୁ ମିଳିଛି । ପୋଷ୍ଟରେ ମୋହିତ ଲେଖିଛନ୍ତି, ଯେତେବେଳେ ମୁଁ ବାହାର ଏବଂ ଭିତରକୁ ଦେଖେ ମୁଁ ସମସ୍ତଙ୍କ ପାଇଁ ପ୍ରାର୍ଥନା କରେ । ମୋ ବାପା ସର୍ବଦା କୁହନ୍ତି ଯେ ପ୍ରାର୍ଥନା ଯାଦୁ ପରି କାମ କରେ । ସମସ୍ତଙ୍କୁ ଅନୁରୋଧ କରୁଛି ଯେ ସୁରକ୍ଷିତ ରୁହନ୍ତୁ । ଗତ ସପ୍ତାହରେ କୋଭିଡ ଟେଷ୍ଟ ପଜିଟିଭ୍ ପରେ ମୁଁ ହସ୍ପିଟାଲରେ ଭର୍ତ୍ତି ହୋଇଛି । ଏବେ ମୋହିତଙ୍କ ଏହି ପୋଷ୍ଟ ଦେଖି ତାଙ୍କ ଫ୍ୟାନ୍ସ ମାନେ ତାଙ୍କ ଆରୋଗ୍ୟ କାମନା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି