ଶୁଳିଆପଦାରେ ଲଜ୍ଜା

ଶୁଳିଆପଦା (ବଡ଼ ଖବର ବ୍ୟୁରୋ): ମୟୁରଭଞ୍ଜରେ ଲଜ୍ଜା । ଶୁଳିଆପଦାରେ ୭ବର୍ଷର ନାବାଳିକାକୁ ଦୁଷ୍କର୍ମ । ଅତି ଅମାନୁଷିକ ଭାବେ ଜଣେ ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଶୁଳିଆପଦା ଥାନା ତିଳଯୋଡି ଗାଁର ଜଣେ ନାବାଳିକା ସାଙ୍ଗମାନଙ୍କ ସହ ଖେଳୁଥିଲା । ଏହି ସମୟରେ ସେହି ଗାଁର ୩୦ବର୍ଷିୟ ଯୁବକ ସୁଲାତନ ଦାସ ଓରଫ ବାପୁନ ସେଠାରେ ପହଁଚି ନାବାଳିକାକୁ ଦୁଷ୍କର୍ମ କରିଥିଲା ।

ନାବାଳିକା ପିନ୍ଧିଥିବା ପୋଷାକରେ ତା ଗୋଡକୁ ବାନ୍ଧି ଅତି ଅମାନୁଷିକ ଭାବେ ଦୁଷ୍କର୍ମ କରିଥବା ଅଭିଯୋଗ ହୋଇଛି । ପାଖରେ ଥିବା ଅନ୍ୟ ପିଲାମାନେ ଏହାକୁ ବିରୋଧ କରିବାରୁ ଯୁବକ ଜଣକ ସେମାନଙ୍କୁ ହତ୍ୟା ଧମକ ଦେଇଥିଲା । ତେବେ ନାବାଳିକା ଜଣକ ଗୁରୁତର ହୋଇପଡିବାରୁ ସେଠାରୁ ସେ ଛାଡି ଚମ୍ପଟ ମାରିଥିଲା । ପରେ ପରିବାର ଲୋକେ ଖବର ପାଇ ଗୁରୁତର ନାବାଳିକାକୁ ଉଦ୍ଧାର କରିଥିଲେ । ଖବର ପାଇ ଶୁଳିଆପଦା ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତକୁ ଗିରଫ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ