Masthead

ପୂର୍ବତନ ମନ୍ତ୍ରୀ ସେକ ମତଲୁବୁ ଅଲ୍ଲୀଙ୍କ ୭୮ ବୟସରେ ପରଲୋକ ।

ମାହାଙ୍ଗା:

ମାହାଙ୍ଗା ର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସେକ ମତଲୁବୁ ଅଲ୍ଲୀଙ୍କ ୭୮ ବୟସରେ ପରଲୋକ ।

ମାହାଙ୍ଗା ମାଟିର ସୁଯୋଗ୍ୟ ସନ୍ତାନ ତଥା ସାରସ୍ୱତ ସାଧକ , କଂଗ୍ରେସ ର ବିଶିଷ୍ଟ ରାଜନେତା, ପୂର୍ବତନ ମନ୍ତ୍ରୀ ସେକ ମତଲୁବୁ ଅଲ୍ଲୀଙ୍କ ୭୮ ବୟସରେ ପରଲୋକ ଘଟିଛି । ତାଙ୍କ ବିୟୋଗରେ ମାହାଙ୍ଗା ବିଧାୟକ ତଥା ଆଇନ ଓ ପାନୀୟ ଜଳଯୋଗାଣ ମନ୍ତ୍ରୀ ପ୍ରତାପ ଜେନା, ଗଭୀର ଶୋକ ପ୍ରକାଶ କରିଛନ୍ତି ।।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା