Masthead

ଖୋଲିବ କୋଭିଡ ହସ୍ପିଟାଲ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ପୁଣିଥରେ କାର୍ୟ୍ୟକ୍ଷମ ହେବ ଅନୁଗୁଳ ଜିଲ୍ଲାର କୋଭିଡ ହସ୍ପିଟାଲ। ସମ ହସ୍ପିଟାଲ ଏମସିଏଲ ନେହରୁ ଶତାବ୍ଦୀ ହସ୍ପିଟାଲର ପରିଚାଳନା ଦାୟିତ୍ବରେ ଏହି ହସ୍ପିଟାଲ ଖୋଲାଯିବ ବୋଲି ଜିଲ୍ଳାପାଳ ସୂଚନା ଦେଇଛନ୍ତି । ଆଜି ଗୋଟିଏ ଦିନରେ ୧୮୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନର ରିପୋର୍ଟରୁ ଜଣାପଡ଼ିଛି। ଏଥିସହ ଜିଲ୍ଲାରେ ଏ ପର୍ୟ୍ୟନ୍ତ ମୋଟ ଆକ୍ରାନ୍ତଙ୍କ ସହ ୧୩୯୧୮ ରେ ପହଁଚିଛି। ସେଥିପାଇଁ ଚେକିଂ ଟେଷ୍ଟି ଉପରେ ଗୁରୁତ୍ୱ ଦେଇଛନ୍ତି ଜିଲ୍ଳାପାଳ। ପୂର୍ବ ବର୍ଷ ପରି ଏ ବର୍ଷ ମଧ୍ୟ ଏମସିଏଲ ନେହରୁ ଶତାବ୍ଦୀ ହସ୍ପିଟାଲକୁ ପୁଣିଥରେ କାର୍ୟ୍ୟକ୍ଷମ କରିବାକୁ ସ୍ଥିର ହୋଇଛି। ଦୁଇ ଚାରିଦିନରେ ଏହି ହସ୍ପିଟାଲ କାର୍ୟ୍ୟକ୍ଷମ ହେବ ବୋଲି ଜିଲ୍ଲାପାଳ କହିଛନ୍ତି। ଏଥର ପ୍ରଥମ ପର୍ୟ୍ୟାୟରେ ୧୩୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ହେବ ବୋଲି ଜଣାପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା