Masthead

ଶବକୁ ଛୁଇଁଲେନି ପରିବାର, ମେଡିକାଲ ଟିମ କଲେ ଶବସତ୍କାର

ପାପଡ଼ାହାଣ୍ଡି (ବଡ଼ ଖବର ବ୍ୟୁରୋ): ଛତିଶଗଡ ଫେରନ୍ତା ଯୁବକ ମୃତ । ଶବକୁ ପରିବାର ନଛୁଇବାରୁ ନବରଙ୍ଗପୁର ମେଡିକାଲ ଟିମ ଶବ ସତ୍କାର କରିଥିଲେ । ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ମୈଦଲପୁର ପଂଚାୟତ ମୈଦଲପୁର ଗ୍ରାମର କମର୍ଲ ସାହିର ନରେନ୍ଦ୍ର କମଲ ସ୍ତ୍ରୀଙ୍କ ସହ ୬ତାରିଖରେ ଛତିଶଗଡରେ ରହୁଥିବା ନିଜ ଶଶୁର ଘରକୁ ଯାଇଥିଲେ ।

ନରେନ୍ଦ୍ର ୮ ତାରିଖରେ ଘରକୁ ଏକା ଫେରିଥିଲେ । ସେ ଜ୍ୱରରେ ଆକ୍ରାନ୍ତଥିବାରୁ କୋଭିଡ ପରୀକ୍ଷା କରିଥିଲେ । କରୋନା ସଂକ୍ରମିତ ବୋଲି ଜଣାପଡିବା ପରେ ସ୍ଥାନୀୟ ସରପଞ୍ଚଙ୍କ ପରାମର୍ଶ କ୍ରମେ ସଙ୍ଗରୋଧରେ ରହିଥିଲେ । ହଠାତ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ଆମ୍ବୁଲାନ୍ସକୁ ପରିବାର ଲୋକେ ଫୋନ କରିଥିଲେ । ଆମ୍ବୁଲାନ୍ସ ଆସିବା ପୂର୍ବରୁ ନରେନ୍ଦ୍ରଙ୍କ ମୃତ୍ୟୁ ହୋଇଥିଲା । ନରେନ୍ଦ୍ରଙ୍କ ମୃତ୍ୟୁପରେ ପରିବାର ଲୋକେ ଶବକୁ ନଛୁଇବାରୁ ନବରଙ୍ଗପୁର ମେଡିକାଲ ଟିମ ମୈଦଲପୁରକୁ ଆସି ପିପିଇ କୀଟ ପରିଧାନ କରି ଶବ ସତ୍କାର କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ