Masthead

ଭାଇରସ କବଳରେ ବାବୁଲ ସୁପ୍ରିୟୋ

କୋଲକାତା(ବଡ଼ ଖବର ବ୍ୟୁରୋ): ଅଦୃଶ୍ୟ କରୋନା ଭୂତାଣୁ କବଳରେ ବିଜେପି ନେତା ବାବୁଲ ସୁପ୍ରିୟୋ । ପ୍ରଖ୍ୟାତ ପ୍ରଚ୍ଛଦପଟ୍ଟ କଣ୍ଠଶୀଳ୍ପୀ ତଥା ପଶ୍ଚିମବଙ୍ଗର ଜଣାଶୁଣା ବିଜେପି ଚେହେରା ବାବୁଲ ସୁପ୍ରିୟୋ ତାଙ୍କ ପତ୍ନୀଙ୍କୁ କରୋନା ସଂକ୍ରମିତ ହୋଇାଥିବା ଜଣାପଡିଛି । ଏନେଇ ଟୁଇଟ କରି ସୂଚନା ଦେଇଛନ୍ତି ନିଜେ ବାବୁଲ । ଏହାକୁ ମିଶାଇ ସେ ଦୁଇଥର କରୋନା ସଂକ୍ରମିତ ହୋଇସାରିଲେଣି । ବାବୁଲ ନିଜ ଟୁଇଟର ପୃଷ୍ଟାରେ ଲେଖିଛନ୍ତି କି ସେ ଓ ତାଙ୍କ ପତ୍ନୀ କରୋନା ପଜିଟିଭି ଚିହ୍ନଟ ହୋଇଛନ୍ତି । ତେବେ ସେ ଚାଲିଥିବା ପଶ୍ଚିମବଙ୍ଗ ଭୋଟରେ ଭାଗ ନେଇପରିନଥିବାରୁ ମଧ୍ୟ ଦୁଃଖ ପ୍ରକାଶ କରିଛନ୍ତି । ସେ କହିଛନ୍ତି ମୁଁ କରୋନା ସଂକ୍ରମିତ ହେଇଥିବାରୁ ଭୋଟ ଦେବାରୁ ବଞ୍ଚିତ ହେବି । ସୋମବାର ହେବାକୁ ଥିବା ଭୋଟ ଗ୍ରହଣରେ ସେ ନିଜକୁ ସାମିଲ କରାଇ ପାରିବେ ନାହିଁ । ସେ ଆହୁରି ମଧ୍ୟ କହିଛନ୍ତି ମତଦାନ ବେଳେ ସେଠାରେ ଉପସ୍ଥିତ ରହିବାର ଥିଲା । ଟିଏମସି ଗୁଣ୍ଡାମାନଙ୍କୁ ଚେକ ଦେବା ପାଇଁ ତାଙ୍କର ଉପସ୍ଥିତି ଅବଶ୍ୟକ ଥିଲା ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ