Masthead

୨୨୯ ପ୍ରାର୍ଥୀଙ୍କ ଭାଗ୍ୟନିର୍ଦ୍ଧାରଣ ଆଜି

କୋଲକାତା (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗରେ ଜାରି ରହିଛି ସପ୍ତମ ପର୍ଯ୍ୟାୟ ମତଦାନ । ୫ଟି ଜିଲ୍ଲାର ୩୪ ଟି ଆସନ ପାଇଁ ଚାଲିଛି ଭୋଟ୍ ଗ୍ରହଣ । ପଶ୍ଚିମବଙ୍ଗର ମାଳଦା, କୋଲକାତା ଦକ୍ଷିଣ, ମୁର୍ଶିଦାବାଦ, ପଶ୍ଚିମ ବର୍ଦ୍ଧମାନ, ଦକ୍ଷିଣ ଦିନାଜପୁରର ଜିଲ୍ଲାରେ ସପ୍ତମ ପର୍ଯ୍ୟାୟ ଭୋଟିଂ ହେଉଛି । କରୋନା କଟକଣାକୁ ଦୃଷ୍ଟିରେ ରଖି କଡ଼ା ସୁରକ୍ଷା ମଧ୍ୟରେ ଚାଲିଛି ଭୋଟିଂ ।

୭ମ ପର୍ଯ୍ୟାୟରେ ୨୨୯ ଜଣ ପ୍ରାର୍ଥୀ ମୈଦାନରେ ରହିଥିବାବେଳେ ସେମାନଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ଭୋଟର । ସମସ୍ତ ୫ଟି ଜିଲ୍ଲାର ୮୭ ଲକ୍ଷ ୮୭ ହଜାର ୨୨୧ଜଣ ଭୋଟର ନିଜର ମତ ସାବ୍ୟସ୍ତ କରିବେ । ତେବେ ଆଜି ପଶ୍ଚିମବଙ୍ଗରେ ସପ୍ତମ ପର୍ଯ୍ୟାୟ ମତଦାନ ହେଉଥିବା ବେଳେ ଆସନ୍ତା ୨୯ ତାରିଖରେ ହେବ ୮ମ ପର୍ଯ୍ୟାୟ ତଥା ଶେଷ ଭୋଟିଂ । ଏବଂ ମେ ୨ରେ ଆସିବ ନିର୍ବାଚନୀ ଫଳାଫଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ