ସାଇକେଲରେ ଗଲେ ବର

ଗାଜିଆବାଦ (ବଡ଼ ଖବର ବ୍ୟୁରୋ): ବଢିବାରେ ଲାଗିଛି କରୋନା ସଂକ୍ରମଣ । ଉପରମୁହାଁ କରୋନା ଗ୍ରାଫ । କରୋନା କଟକଣା ମାନି ନିରାଡ଼ମ୍ବର ଭାବେ ସମ୍ପର୍ଣ୍ଣ ହୋଇଛି ବିବାହ । କଥାଟା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ । ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ଉତ୍ତରପ୍ରଦେଶ ପ୍ରତାପଗଡ଼ ଜିଲ୍ଲାର ବିନୟ କୁମାର ।

ବର ବେଶ ସାଜି ମାସ୍କ ପିନ୍ଧି ନିଜେ ସାଇକେଲ ଚଲାଇ କନ୍ୟା ଘରକୁ ଯାଇଥିଲେ । ସାଙ୍ଗରେ ଥିଲେ ୩ ରୁ ୪ ବରଯାତ୍ରୀ । କରୋନା ସଂକ୍ରମଣକୁ ଆଖି ଆଗରେ ରଖି ଏବଂ ପରିବେଶ ପ୍ରଦୂଷଣ ରୋକିବା ପାଇଁ ସେ ଏଭଳି ଢଙ୍ଗରେ ବିବାହ କରିଛନ୍ତି । ଏଥି ସହିତ ମଧ୍ୟ ସମାଜକୁ ଏକ ସଚେତନତା ବାର୍ତ୍ତା ମଧ୍ୟ ଦେଇଛନ୍ତି । ବିନୟଙ୍କ ଏଭଳି ପ୍ରୟାସକୁ ବିପୁଳ ପ୍ରୟାସ ମିଳିବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ