Masthead

ସାବାସ ଦିଦି।

ମାଲକାନଗିରି : କର୍ମ ହିଁ ଭଗବାନ ।ନିଜ ଜୀବନକୁ ବାଜି ଲଗେଇ ସ୍ୱାସ୍ଥ୍ୟ ସେବା ଯୋଗାଉଛନ୍ତି ଦୁଇ ସ୍ୱାସ୍ଥ୍ୟ କର୍ମୀ । ଏଭଳି ସୁନ୍ଦର ଚିତ୍ର ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲାର ସ୍ୱାଭିମାନ ଅଞ୍ଚଳରେ । ଯାହାକି ବର୍ଷା ଦିନ ମାନଙ୍କରେ ସ୍ୱାଭିମାନ ଅଞ୍ଚଳର ବିଭିନ୍ନ ଗ୍ରାମ ବିଛିନ୍ନ ହୋଇଯାଏ । ସେତେବେଳେ ଲୋକଙ୍କ ପାଇଁ ଦେବଦୂତ ପାଲଟିଛନ୍ତି ସୁଆପାଲି,ନେରୁଡ଼ି ପାଲିର ଦୁଇ ଅଙ୍ଗନବାଡି ଦିଦି ହେମଲତା ଶୀଶା ଓ ପ୍ରମିଳା ପାନେଲ । ନିଜ ଜୀବନକୁ ବାଜି ଲଗାଇ ଏହି ଦୁଇ ଦିଦି ନଈର ପ୍ରଖର ସ୍ରୋତକୁ ବେଖାତିର କରି ଗ୍ରାମବାସୀଙ୍କ ସାହାଯ୍ୟରେ ଅଣ୍ଟାରେ ଲାଉ ତୁମ୍ଭା ବାନ୍ଧି ନାଳ ପାର ହୋଇ ଅଙ୍ଗନବାଡି ସେଣ୍ଟରରେ ପହଞ୍ଚି ସ୍ୱାସ୍ତ୍ୟ ସେବା ପ୍ରଦାନ କରିଛନ୍ତି । ଯାହା ଅନ୍ୟ ମାନଙ୍କ ପାଇଁ ଉଦାହରଣ ସୃଷ୍ଟି ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା