Masthead

ପ୍ଲାଟୋ ଷ୍ଟେଜରେ କରୋନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉଗ୍ର ରୂପ ନେବାରେ ଲାଗିଛି କରୋନା । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬ ହଜାରରୁ ଅଧିକ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୯ ଜଣଙ୍କର ମୃତ୍ୟୁ ହୋଇଛି । ଗତ ୫ ଦିନ ହେବ ସଂକ୍ରମଣ ସଂଖ୍ୟା ପାଖାପାଖି ସମାନ ରହୁଛି । ଯାହାକୁ ପ୍ଲାଟୋ ଷ୍ଟେଜ ବୋଲି କୁହାଯାଉଛି । ତେବେ କରୋନା ସଂକ୍ରମଣ ଲୋକଙ୍କ ଭିତରେ ସନ୍ଦେହ ହେଉଛି ଯେ ରାଜ୍ୟରେ ଆଇସିୟୁ ବେଡ କମିଯାଉଛି । ଯାହାଦ୍ୱାରା ଜଣେ ଗୁରୁତର ରୋଗୀ ଆସିଲେ ମଧ୍ୟ ତାକୁ ବେଡ ମିଳିବାରେ ଅସୁବିଧା ଦେଖାଦେଇପାରେ ।

କରୋନା ସଂକ୍ରମଣଙ୍କୁ ଦୃଷ୍ଟିରେ ରଖି ଆଜି ଡିଏମଇଟି ସିବିକେ ମହାନ୍ତି ଗଣମଧମକୁ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି , ବିଗତ ଦୁଇ ତିନି ଦିନ ହେବ ପ୍ଲାଟୋ ଷ୍ଟେଜରେ ରହିଛି । ଯେହେତୁ ଗତ ୫ ଦିନ ହେବ ଗୋଟିଏ ଲେବେଲରେ ରହୁଛି ତେଣୁ ଏହାକୁ ଆମେ ପ୍ଲାଟୋ ବୋଲି କହୁଛୁ । ଆଗକୁ ଏହି ସ୍ଥିତି ବା ପରିସଂଖ୍ୟାନ କମିପାରେ ବୋଲି ଆଶା କରୁଛୁ । ଆଗକୁ କଣ ହେବ ନିର୍ଦ୍ଦିଷ୍ଟ ଭବେ କହି ହେବନି । ପିଜେଟିଭ ସଂଖ୍ୟା ଏହିପରି ମେଣ୍ଟେନ ହେବ ବୋଲି ଆଶା କରୁଛୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ