Masthead

ବିଶାଳକାୟ କିଙ୍ଗକୋବ୍ରା ଉଦ୍ଧାର

ମୟୁରଭଞ୍ଜ (ବଡ ଖବର ବ୍ୟୁରୋ):  ବାଙ୍ଗିରିପୋଷି ରେଞ୍ଜ ଅନ୍ତର୍ଗତ ନିଶ୍ଚିନ୍ତା ଗ୍ରାମର ଅଶୋକ ମହାପାତ୍ରଙ୍କ ଘର ମଧ୍ୟରେ ବେଡ଼ ତଳୁ ଏକ ବିଶାଳ କାୟା ୧୫ଫୁଟ ଲମ୍ବର କିଙ୍ଗ କୋବ୍ରା ଉଦ୍ଧାର। ସାପଟି ଅତି ଭୟଙ୍କର ହୋଇଥିବାରୁ ଲୋକେ ଭୟଭୀତ ହୋଇଯାଇଥିଲେ। ପରେ ସାପ ଧରାଳି ବିଶେଷଜ୍ଞ କୃଷ୍ଣଚନ୍ଦ୍ର ଗଛାୟତଙ୍କୁ ସୂଚନା ଦେଇଥିଲେ।ଖବର ପାଇଁ କୃଷ୍ଣଚନ୍ଦ୍ର ଗଛାୟତ ଉକ୍ତ ସ୍ଥାନରେ ପହଞ୍ଚି ସାପଟିକୁ ଏକ ଖଟ ତଳୁ ଉଦ୍ଧାର କରିଥିଲେ । ସାପ ଧରିବା ସମୟରେ ବାଙ୍ଗିରିପୋଷି ରେଞ୍ଜ ଅଧିକାରୀ ଓ ଜଙ୍ଗଲ ବିଭାଗର ଅନ୍ୟ କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ। ତେବେ ଘର ମଧ୍ୟକୁ କିଭଳି ଏବଂ କେଉଁଆଡ଼ୁ ଆସିଲା ତାହାର କୌଣସି ସୂଚନା ମିଳି ପାରିନଥିବା ବେଳେ ଏହି ସାପକୁ ଶିମିଳିପାଳ ଜାତୀୟ ଅଭୟାରଣ୍ୟର ଘଞ୍ଚ ଜଙ୍ଗଲ ମଧ୍ୟରେ ଛଡା ଯାଇଥିବାର ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ