Masthead

ଖୋର୍ଦ୍ଧାରେ ସର୍ବାଧିକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ରାଜ୍ୟରେ ୬୦୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନ ସେଣ୍ଟରରୁ ୩୫୨୨ ରହିଥିବାବେଳେ ଲୋକାଲ କେସ ୨୫୫୧ ରହିଛି । ଖୋର୍ଦ୍ଧାରୁ ସର୍ବାଧିକ ୧୦୯୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦ୍ୱିତୀୟରେ ରହିଛି ବଲାଙ୍ଗିର ଜିଲ୍ଲା । ବଲାଙ୍ଗିରରୁ ୪୫୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

କଳାହାଣ୍ଡିରୁ ୨୭୭, କଟକରୁ ୧୯୮, ଝାରସୁଗୁଡ଼ାରୁ ୩୫୯, ସୁନ୍ଦରଗଡ଼ରୁ ୪୩୪, ଗଞ୍ଜାମରୁ ୩୨୩, ଯାଜପୁରରୁ ୨୩୭ , ସମ୍ବଲପୁରରୁ ୨୨୬, ନବରଙ୍ଗପୁରରୁ ୨୨୧, ବରଗଡରୁ ୨୦୩ , ଷ୍ଟେଟପୁଲରୁ ୨୦୧, ଅନୁଗୁଳରୁ ୧୮୭, ମୟୁରଭଞ୍ଜରୁ ୧୮୦, କେନ୍ଦୁଝରରୁ ୧୬୬, ପୁରୀରୁ ୧୪୫, ବାଲେଶ୍ୱରରୁ ୧୩୭, ସୋନପୁରରୁ ୧୨୯, ରାୟଗଡ଼ାରୁ ୧୧୭, ବଲାଙ୍ଗିରରୁ ୯୮, ଜଗତସିଂହପୁରରୁ ୯୩, ନୟାଗଡ଼ରୁ ୯୧, ଭଦ୍ରକରୁ ୮୭ , ଗଜପତିରୁ ୮୧, ବୌଦ୍ଧରୁ ୭୦, କୋରାପୁଟରୁ ୬୯, ଦେଓଗଡ଼ ଓ କେନ୍ଦ୍ରାପଡ଼ାରୁ ୩୮, କନ୍ଧମାଳରୁ ୩୫ , କନ୍ଧମାଳରୁ ୩୫, ଢେଙ୍କାନାଳରୁ ୨୦ ରହିଛନ୍ତି ।

ମୋଟ ପଜିଟିଭ ସଂଖ୍ୟା ୪ ଲକ୍ଷ ୧୪ ହଜାର ୫୬କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହେଲେଣି ୩ ଲକ୍ଷ ୬୨ ହଜାର ୯୩୧ । ଆକ୍ଟିଭ କେସ ୪୯ ହଜାର ୭୫ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ