Masthead

ମାମୁଁ କାନ୍ଧରେ ଭଣଜା ଶବ

ଢେଙ୍କାନାଳ (ବଡ଼ ଖବର ବ୍ୟୁରୋ): ପାଂଚ ବର୍ଷର ଶିଶୁ ଶବକୁ ଅସମ୍ମାନ । ଢେଙ୍କାନାଳ ହସ୍ପିଟାଲରୁ ମିଳିଲାନି ମହାପ୍ରୟାଣ । ପୁଅକୁ କାନ୍ଧରେ ବୋହି ନେଲେ ମାମୁଁ ଓ ଆଇ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲ୍ଲାରେ । ସଦରଥାନା ଭାପୁର ଭାଗିରଥିପୁର ଗାଁର ପାଂଚ ବର୍ଷର ଶିଶୁ ସଞ୍ଜୟ ଦେହୁରୀ ।

ସଞ୍ଜୟ ହସ୍ପିଟାଲରେ ଭର୍ତି ହେବା ପରେ ତାଙ୍କର ମୃତ୍ୟୁ ହୋଇଥିଲା । ମାତ୍ର ଡାକ୍ତରଖାନାରୁ ମହାପ୍ରୟାଣ ନମିଳିବାରୁ ଶିଶୁର ମୃତ ଦେହକୁ କାନ୍ଧରେ ପକାଇ ନେଉଥିଲେ ମାମୁଁ ଓ ଆଇ । କାନ୍ଧରେ ପକାଇ ନେବା ବେଳେ ବାଟରେ ସ୍ଥାନୀୟ ଲୋକେ ଅଟକାଇ ବେସରକାରୀ ଶବ ବୁହା ଗାଡିରେ ମୃତ ଦେହକୁ ଘରକୁ ପଠାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..