Masthead

ସ୍ତ୍ରୀକୁ ହତ୍ୟା ପରେ ଆତ୍ମହତ୍ୟା କଲା ସ୍ୱାମୀ

ନବରଙ୍ଗପୁର (ବଡ ଖବର ବ୍ୟୁରୋ ):  ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା। ନବରଙ୍ଗପୁର ଜିଲ୍ଲା କୋଡ଼ିଙ୍ଗା ଥାନା ବାଙ୍କୁଲି ପଞ୍ଚାୟତ ଭାଣ୍ଡିମାଲ ଗାଁରେ ଘଟିଛି ଏପରି ଅଘଟଣ । ହତ୍ୟା କାଣ୍ଡର କାରଣ ଅସ୍ପଷ୍ଟ ରହିଛି । ମୃତ ସ୍ତ୍ରୀ ପାର୍ବତୀ ଜାନୀ,ସ୍ୱାମୀ ନୀଳଧର ଯାନୀ ଵୋଲି ଜଣାପଡିଛି । ଘରୁ ଏକସହ ମିଟର ଦୂରରେ ଘଟିଛି ଘଟଣା। ସ୍ତ୍ରୀ କୁ ଟାଙ୍ଗିଆରେ ହାଣି ହତ୍ୟା କରିବା ପରେ ଗଛରେ ଦଉଡି ଲଗାଇ ସ୍ୱାମୀ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି ।

ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ପୋଲିସ ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁସାରେ ଉଭୟ ସ୍ୱାମୀ ସ୍ତ୍ରୀ ଝରି ଗାଁ ବ୍ଲକର ଦୁମରଡ଼ା ଗାଁରୁ ଆସି ନିଜ ସଂପର୍କୀୟଙ୍କ ବାହାଘର କାର୍ୟ୍ୟକ୍ରମରେ ଯୋଗଦେଇଥିଲେ । ଗତ ରାତିରେ ସେମାନେ ଶୌଚ ହେବାକୁ ଯାଇ ଆଉ ଫେରି ନଥିଲେ , ସକାଳୁ ସେମାନଙ୍କ ଶବ ଏଭଳି ଅବସ୍ଥାରେ ଦେଖି ପୋଲିସ କୁ ଖବର ଦେଇଥିଲେ । ପୋଲିସ ପହଂଚି ତଦନ୍ତ ଆରମ୍ଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼