Masthead

ଅକ୍ସିଜେନ ଅଭାବର କରୁଣ ଦୃଶ୍ୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅକ୍ସିଜେନ ଅଭାବର କରୁଣ ଦୃଶ୍ୟ । କରୋନା ସଂଙ୍କଟ ସହିତ ଅକ୍ସିଜେନ ଅଭାବର ଭୟାବହ ସ୍ଥିତି ଛାତି ଥରାଇ ଦେଉଛି । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ନୂଆଦିଲ୍ଲୀରେ । ଉତ୍ତରପ୍ରଦେଶ ଆଗ୍ରା ସହର ରବି ସିଂଘଲ କରୋନା ରୋଗରେ ପୀଡିତ ହୋଇ ହସ୍ପିଟାଲକୁ ଆସିଥିଲେ । ମାତ୍ର ହସ୍ପିଟାଲରେ ତାଙ୍କୁ ବେଡ ମିଳିନଥିଲା ।

ଫଳରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡି ଯାଇଥିଲା । ଅକ୍ସିଜେନ ଅଭାବରୁ ଛଟପଟ ହେଉଥିଲେ । ସେହି ସମୟରେ ତାଙ୍କ ପାଖରେ ଥିବା ତାଙ୍କ ପତ୍ନୀ ରେଣୁ ସିଂଘଲ ସ୍ୱାମୀଙ୍କ ମୁହଁରେ ମୁହଁ ଲଗାଇ ପବନ ଭରିଥିଲେ । ତେବେ ଅକ୍ସିଜେନ ଅଭାବରୁ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର