Masthead

ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ପିପିଲି (ବଡ ଖବର ବ୍ୟୁରୋ): ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ | ଗଡିଶାଗୋଦା ଥାନା ଅଞ୍ଚଳରେ ଯୁବକଙ୍କୁ ହତ୍ୟା ଅଭିଯୋଗ । କଥା କଟାକଟିରୁ ବରପଦା ଗ୍ରାମର ଦିଲିପ ମହାପାତ୍ରଙ୍କୁ ହତ୍ୟା | କୈାଣସି କାମରେ ଦିବ୍ୟସିଂହପୁର ପଞ୍ଚାୟତର ବ୍ରାହ୍ମଣପାଟଣା ଯାଇଥିଲେ ଦିଲିପ । ଦିଲିପ ଏକ ଘଟଣାର ମଧ୍ୟସ୍ଥତା କରୁଥିବାରୁ ହତ୍ୟା କରିଯାଇଥିବା ଅଭିଯୋଗ।

ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ ଫଳରେ ମୃତ୍ୟ ବରଣ କରି ରାସ୍ତା କଡରେ ପଡିଥିଲେ ଦିଲିପ । ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଘଟଣା । ଘଟଣାସ୍ଥଳରେ ଗଡିଶାଗୋଦା ପୋଲିସର ତଦନ୍ତ ଜାରି ରହିଛି। ଏବଂ ପୋଲିସ ଜଣଙ୍କୁ ଉଠାଇନେଇ ଅଟକ ରଖି ପଚରାଉଚରା କରୁଛି | ହତ୍ୟା କରାଯାଇଥିବା ଯୁବକ ନାବାଳିକା ଅପହରଣ ମାମଲାରେ ମଧ୍ୟସ୍ଥତା କରିବା ପାଇଁ ଯାଇଥିବା ବେଳେ ଯୁବକକୁ ହତ୍ୟା କରାଯାଇଥିଲା ବୋଲି ଅଭିଯୋଗ ହୋଇଛି । ଏନେଇ କଣାସ ଗଡ଼ିଶାଗୋଦା ପୋଲିସ ଘଟଣାର ତଦନ୍ତ ଜାରି ରଖିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ