Masthead

ବିଜୟ ଶୋଭାଯାତ୍ରାକୁ ନା: ନିର୍ବାଚନ କମିଶନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଜୟ ଶୋଭାଯାତ୍ରାକୁ ନା । ବିଜୟ ଶୋଭାଯାତ୍ରାରେ ଲାଗିଲା କଟକଣା । କଟକଣା ଲଗାଇଲେ ନିର୍ବାଚନ କମିଶନ । ମେ’ ୨ ରେ ୫ ରାଜ୍ୟରେ ଭୋଟ ଗଣତି ହେବ । ତେବେ ଭୋଟ ଗଣତି ପରେ ବିଜୟୀ ପ୍ରାର୍ଥୀ କରିପାରିବେନି ଶୋଭାଯାତ୍ରା । କରୋନାର ଦ୍ରୁତ ସଂକ୍ରମଣ ଦୃଷ୍ଟିରେ ରଖି ନିଆଯାଇଛି ଏଭଳି ନିଷ୍ପତ୍ତି । ବିଜୟ ପ୍ରାର୍ଥୀଙ୍କ ପାଖରେ କେବଳ ଦୁଇ ଜଣ ରହିପାରିବେ ।

ରିଟର୍ଣ୍ଣିଂ ଅଫିସର ଦେବେ ସାର୍ଟିଫିକେଟ । ମେ ୨ରେ ପଶ୍ଚିମବଙ୍ଗ, ଆସାମ, ତାମିଲନାଡୁ, କେରଳ ଓ ପୁଡୁଚେରୀର ହେବ ଭୋଟ ଗଣତି । ଫଳାଫଳ ପରେ ବିଜୟୀ ପ୍ରାର୍ଥୀ ଓ ଦଳୀୟ ନେତାମାନେ ବିଜୟ ଶୋଭାଯାତ୍ରା କଲେ ,ବହୁ ସଂଖ୍ୟାରେ ସମର୍ଥକ ଓ କର୍ମୀ ଏକାଠି ହେବା ସମ୍ଭାବନା ଅଧିକ ଅଛି । ଲୋକେ ଏକାଠି ହେଲେ ସଂକ୍ରମଣ ବଢ଼ିବା ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ନିର୍ବାଚନ କମିଶନ ଏଭଳି ନିଷ୍ପତ୍ତି ନେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ