Masthead

ଅବସର ପ୍ରାପ୍ତ ଡାକ୍ତରଙ୍କୁ ଡକାଇଲା ସେନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କୋଭିଡ ନିୟନ୍ତ୍ରଣ ପାଇଁ ଅବସର ପ୍ରାପ୍ତ ଡାକ୍ତରଙ୍କୁ ଡକାଇଲା ସେନା । ଦୁଇ ବର୍ଷ ମଧ୍ୟରେ ଅବସର ନେଇଥିବା ଡାକ୍ତରଙ୍କୁ ଡକାଇଲା ସେନା । ଅବସର ନେଇଥିବା ଡାକ୍ତର ମାନଙ୍କ ଘର ନିକଟରେ ଥିବା କୋଭିଡ ହସ୍ପିଟାଲରେ କାର୍ଯ୍ୟ କରିବାକୁ ସେନା ନିର୍ଦ୍ଦେଶ ଦେଇଛି । ସିଡିଏସ ବିପିନ ରାୱତ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିବା ପରେ ସେନା ଏହି ନିର୍ଦ୍ଦେଶ ଦେଇଛି ।

ଭାରତରେ କରୋନା ସ୍ଥିତି ଉଦବେଗ ଜନକ ଥିବାରୁ ଦେଶବାସୀଙ୍କ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ସେନା ଏଭଳି ପଦକ୍ଷେପ ନେଇଛି । ଖାଲି ଡାକ୍ତର ନୁହନ୍ତି ୨ବର୍ଷ ମଧ୍ୟରେ ସେନାରୁ ଅବସର ନେଇଥିବା ଅଫିସରମାନେ ମଧ୍ୟ ବର୍ତ୍ତମାନର ସଙ୍କଟ ସମୟରେ ସହଯୋଗର ହାତ ବଢାଇବାକୁ ସିଡିଏସ ରାୱତ ନିବେଦନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ