Masthead

ହସ୍ପିଟାଲରେ ନିଆଁ ଲାଗି ୪ ମୃତ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ର ଥାନେର ଏକ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ୪ ଜଣଙ୍କର ମୃତ୍ୟୁ ଘଟିଛି । ସର୍ଟ ସର୍କିଟରୁ ନିଆଁ ଲାଗିଥିବା ଜଣାପଡ଼ିଛି । ମୁମ୍ବାଇର କୈଶାରେ ଥିବା ପ୍ରାଇମ ହସ୍ପିଟାଲରେ ବିଳମ୍ବିତ ରାତିରେ ନିଆଁ ଲାଗିଥିଲା । ଚିକିତ୍ସିତ ହେଉଥିବା ୧୭ରୋଗୀଙ୍କ ମଧ୍ୟରୁ ୪ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଅନ୍ୟ ରୋଗୀମାନଙ୍କୁ ଅଲଗା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଅଗ୍ନିଶମ ବାହୀନି ପହଂଚି ନିଆଁକୁ ଆୟତ କରିଛି ।

ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଘଟଣାକୁ ନେଇ ଶୋକ ବ୍ୟକ୍ତ କରିଥିବାବେଳେ ୫ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । ଏହି ଘଟଣାର ତଦନ୍ତ ପାଇଁ ଏକ କମିଟି ଗଠନ କରାଯାଇଛି । ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା