ତୃତୀୟ ପର୍ଯ୍ୟାୟ ଟିକାକରଣ, ଆଜିଠୁ ଅନଲାଇନ ରେଜିଷ୍ଟ୍ରେସନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ ବଢିବାରେ ଲାଗିଛି ସଂକ୍ରମଣ । ଏହାକୁ ରୋକ ଲଗାଇବା ପାଇଁ ଚାଲିଛି ଟିକାକରଣ । ମେ ପହିଲାରୁ ସାରାଦେଶରେ ତୃତୀୟ ତୃତୀୟ ପର୍ଯ୍ୟାୟ ଟିକାକରଣ । ଆଜିଠୁ ଅନଲାଇନ ରେଜିଷ୍ଟ୍ରେସନ ଟିକାକରଣ ଆରମ୍ଭ ହେବାକୁ ଯାଉଛି । କୋୱିନ ପୋଟାଲକୁ ଯାଇ ସମସ୍ତେ ପଞ୍ଜୀକରଣ କରିପାରିବେ । ରାଜ୍ୟରେ ୨ କୋଟି ଓ ସାରା ଦେଶରେ ୬୫ କୋଟି ଲୋକ ୧୮ ରୁ ୪୪ ବର୍ଷ ବର୍ଗର ଟିକାକରଣ ପାଇଁ ଅଛନ୍ତି ।

ତେବେ ରାଜ୍ୟରେ ଟିକା ଅଭାବ କାରଣରୁ ତୃତୀୟ ପର୍ଯ୍ୟାୟ ଟିକାକରଣ ବିଳମ୍ବ ହୋଇପାରେ । କୋୱିନ ପୋଟାଲକୁ ଯାଇ ଆଜିଠୁ ସମସ୍ତେ ପଞ୍ଜୀକରଣ କରିପାରିବେ । କିନ୍ତୁ ବର୍ତ୍ତମାନ ସ୍ଲଟ ଅଫ ଆପଏଣ୍ଟ ମିଳିବ ନାହିଁ । ଯେବେ ଟିକା ଉପଲବ୍ଧ ହେବ ସେହି ଅନୁସାରେ ପୋଟାଲ ମାଧ୍ୟମରେ ସ୍ଲଟ ଦିଆଯିବ । ଏବଂ ରାଜ୍ୟରେ ପଞ୍ଜୀକୃତ ହୋଇଥିବା ନାଗରିକମାନେ ତାଙ୍କ ସ୍ଲଟ ଅନୁସାରେ ଟିକା ନେଇପାରିବେ ବୋଲି ମଙ୍ଗଳବାର ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ