Masthead

୨ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦେଶରେ ସଂକ୍ରମିତଙ୍କ ସଂଖ୍ୟା ବଢିଚାଲୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ରାଜ୍ୟରେ ଆଉ ୧୦ ଜୀବନ ନେଇଛି କରୋନା । ପୁରୀ ଓ ରାୟଗଡ଼ାରୁ ୩ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ସୁନ୍ଦରଗଡ଼, ଖୋର୍ଦ୍ଧା, ଗଞ୍ଜାମ ଓ ବୌଦ୍ଧରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ତେବେ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା୨୦୧୭ରେ ପହଂଚିଛି । ସେପଟେ ୮ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ୮ହଜାର ୩୮୬ ନୂଆ ଅକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨ହଜାର ମୁହାଁ ଖୋର୍ଦ୍ଧା ଆକ୍ରାନ୍ତ ସଂଖ୍ୟା । ଖୋର୍ଦ୍ଧାରୁ ସର୍ବାଧିକ ୧ହଜାର ୮୪୦ ନୂଆ ଆକ୍ରାନ୍ତ ଚିହ୍ନଟ । ଦ୍ୱିତୀୟରେ ରହିଛି ସୁନ୍ଦରଗଡ଼ ଜିଲ୍ଲା । ସୁନ୍ଦରଗଡ଼ରୁ ୯୩୩ଜଣ ଚିହ୍ନଟ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା