Masthead

ପିପିପି ମୋଡରେ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ

ପୁରୀ (ବଡ଼ ଖବର ବ୍ୟୁରୋ): କରୋନା ମହାମାରୀକୁ ଦୃଷ୍ଟିରେ ରଖି ପୁରୀରେ ହେବ ସ୍ୱତନ୍ତ୍ର କୋଭିଡ ହସ୍ପିଟାଲ । ପିପିପି ମୋଡରେ ପୁରୀରେ ହେବ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ୍ ହସ୍ପିଟାଲ । ଭୁବନେଶ୍ୱର ସମ୍ ହସ୍ପିଟାଲ ପରିଚାଳନା କରିବ କୋଭିଡ୍ ହସ୍ପିଟାଲ । ୪୦ଟି ଆଇସିୟୁ ସହ ହସ୍ପିଟାଲରେ  ୪ଟି ଭେଣ୍ଟିଲେଟର ବ୍ୟବସ୍ଥା ରହିବ।

ହସ୍ପିଟାଲ ନିର୍ମାଣ ନେଇ ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି । ସେପଟେ ୨୩ ତାରିଖରୁ ଆରଟି-ପିସିଆର ଟେଷ୍ଟିଂ ଅଚଳ ରହିଛି । ଆରଟି-ପିସିଆର ଟେଷ୍ଟିଂ ସେଣ୍ଟରରେ ତ୍ରୁଟି ଯୋଗୁଁ ଅଚଳ ଥିବା କହିଛନ୍ତି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା